ପଣା ସଂକ୍ରାନ୍ତି, ହନୁମାନ ଜୟନ୍ତୀ ଓ ଦଣ୍ତ ନାଚ
ବୈଶାଖ ମାସ ବା ମେଷ ସଂକ୍ରାନ୍ତିଠାରୁ ନୂତନ ବର୍ଷ ଆରମ୍ଭ ହୋଇଥାଏ । ଏହି ଦିନ ସୂର୍ଯ୍ୟ ବିଷୁବ ରେଖା ଉପରେ ଥିବାରୁ ଏହାକୁ ବିଷୁବ ସଂକ୍ରାନ୍ତି ବୋଲି ମଧ୍ୟ କୁହାଯାଏ ।
Culture
•
13
Apr
2023 10:58 PM
•
•