ରଜ ପର୍ବ
ରଜକୁ ଓଡିଶାର ପାରମ୍ପରିକ ପର୍ବ ଓ ଗଣପର୍ବ କୁହାଯାଏ l ବସୁଧା, ପ୍ରକୃତି ମାତାକୁ ପୂଜା କରିବାର ମହାର୍ଘ୍ୟ ପରମ୍ପରା ରଜ l କୃଷିଭିତିକ ସାମାଜିକ ଚଳଣିରେ ଏକ ଗୁରୁତ୍ୱପୂର୍ଣ୍ଣ ମନୋରଞ୍ଜନର ଆସର ରଜ l ଉତ୍କଳୀୟ ସଂସ୍କୃତିର ଆନନ୍ଦ ଉଲ୍ଲାସ, ସର୍ବାଧିକ ଲୋକପ୍ରିୟ ଓ ବୈଶିଷ୍ଟ୍ୟମୟ ଅବସର ରଜ l
Festivals
•
14
Jun 2023 9:30 PM
•
•