ଶ୍ର୍ରୀମଦ ଗୀତା ସାର

ଯଂ ସଂନ୍ୟାସମିତି ପ୍ରାହୁର୍ଯୋଗଂ ତଂ ବିଦ୍ଧି ପାଣ୍ଡବ। ନ ହ୍ୟସଂନ୍ୟସ୍ତସଂକଳ୍ପୋ ଯୋଗୀ ଭବତି କଶ୍ଚନ। 🔯 ଯାହାକୁ ସନ୍ୟାସ କୁହାଯାଏ, ତାହା ଯୋଗଠାରୁ ଭିନ୍ନ ନୁହେଁ, କାରଣ କେହି ମଧ୍ୟ ସାଂସାରିକ କାମନା ତ୍ୟାଗ ନ କରି ଯୋଗୀ ହୋଇପାରିବେ ନାହିଁ।

Spiritual

•

08
Nov
2023 7:42 PM

•

•


ଶ୍ର୍ରୀମଦ ଗୀତା ସାର