ଶ୍ରାବଣରେ ସବୁଜ ରଙ୍ଗ କର୍ମକ୍ଷେତ୍ରରେ ଆଣେ ସଫଳତା
କୁହାଯାଏ ସବୁଜ ରଙ୍ଗ ମହାଦେବଙ୍କ ଅତ୍ୟନ୍ତ ପ୍ରିୟ ରଙ୍ଗ । ଯଦି ଆପଣ ସବୁଜ ରଙ୍ଗର ପୋଷାକ ପିନ୍ଧି ମହାଦେବଙ୍କୁ ପୂଜା କରୁଛନ୍ତି ତେବେ ଆପଣଙ୍କ ବିଗିଡି ଯାଇଥିବା କାର୍ୟ୍ୟ ବା ଅଟକି ରହିଥିବା କାର୍ୟ୍ୟ ପୁରା ହେବ । ଆପଣଙ୍କ ସମସ୍ତ ମନସ୍କାମନା ପୂରଣ ହୋଇଥାଏ ।
Lifestyle
•
13
Jul 2023 8:33 PM
•
•