ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ରଥର ନାମ ନନ୍ଦିଘୋଷ କାହିଁକି

   ନନ୍ଦି ଆଉ ଘୋଷ। ଏ ଦୁଇ ଶବ୍ଦର ମିଶ୍ରଣରେ ସୃଷ୍ଟି ହୋଇଛି ନନ୍ଦିଘୋଷ। ‘ନନ୍ଦି’ ହେଉଛନ୍ତି ଭଗବାନ ଶିବଙ୍କ ବାହନ ଓ ‘ଘୋଷ’ ହେଉଛି ଗର୍ଜନ। ନନ୍ଦିଙ୍କ ଗର୍ଜନରୁ ରଥର ନାମ ହୋଇଛି ‘ନନ୍ଦିଘୋଷ’। ତ୍ରେତୟା ଯୁଗର ଏକ କଥା ସହ ନନ୍ଦିଘୋଷ ଶବ୍ଦଟି ଜଡ଼ିତ। 

Spiritual

09
Jun
2023 9:49 PM


ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ରଥର ନାମ ନନ୍ଦିଘୋଷ କାହିଁକି