Srujanee Logo

ଶ୍ରୀଜୀଉ ଙ୍କ ଦଶମୂଳ ପ୍ରସ୍ତୁତି ଓ ଚକା ବିଜେ ନୀତି

ସ୍ନାନ ପୂର୍ଣ୍ଣିମା ପରେ ଜ୍ୱରରେ ପଡ଼ି ଅସୁସ୍ଥ ମହାପ୍ରଭୁ ଅଣସର ପିଣ୍ଡିରେ ବିଶ୍ରାମ ନେଉଛନ୍ତି। ମହାପ୍ରଭୁଙ୍କୁ ସୁସ୍ଥ କରିବା ପାଇଁ ଚାଲିଛି ନାନାଦି ଗୁପ୍ତସେବା। ନୀଳାଦ୍ରି ମହୋଦୟ ଶାସ୍ତ୍ର ଅନୁସାରେ ଦଇତାପତି ସେବକମାନେ ମହାପ୍ରଭୁଙ୍କ ଅଣସରକାଳୀନ ଗୁପ୍ତନୀତି ସଂପାଦନ କରୁଛନ୍ତି। 

Spiritual

•

13
Jun
2023 9:26 PM

•


ଶ୍ରୀଜୀଉ ଙ୍କ ଦଶମୂଳ ପ୍ରସ୍ତୁତି ଓ ଚକା ବିଜେ ନୀତି